ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ତାଣ୍ଡବ । ଆହୁରି 2 ଦିନ ଜାରି ରହିବ କାଳବୈଶାଖୀ ଝଡ଼। ଦୁଇ ଦିନ ପାଇଁ ସତର୍କତା ଜାରି । ଉତ୍ତରରୁ ଉପକୂଳ ଦକ୍ଷିଣ ଓଡ଼ିଶା ପର୍ଯ୍ୟନ୍ତ ଆଲର୍ଟ ଜାରି କରାଯାଇଛି। ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ଗଂଜାମ, ଗଜପତି, ମାଲକାନଗିରି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟରେ ଆହୁରି ୨ ଦିନ ଲାଗି ରହିବ କାଳବୈଶାଖୀ ପ୍ରକୋପ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଆସନ୍ତା12 ତାରିଖରୁ ପାଗରେ ଦେଖା ଯିବ ବଡ଼ ପରିବର୍ତନ ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved